ARTICLE AD BOX
Women Block Khandagiri-Baramunda Road Protesting Illegal Liquor Sales In Bhubaneswar | Argus News ଭୁବନେଶ୍ୱର ଖଣ୍ଡଗିରି ଥାନା ତପୋବନ ବସ୍ତିରେ ଅବାଧ ମଦ ବିକ୍ରିକୁ ନେଇ ତେଜିଲା ଜନ ଅସନ୍ତୋଷ। ବେଆଇନ ମଦ ବିକ୍ରି ବନ୍ଦ ଦାବିରେ ରାସ୍ତା ଉପରେ ମଦ ବୋତଲ ରଖି ଖଣ୍ଡଗିରି-ବରମୁଣ୍ଡା ରାସ୍ତାକୁ ଅବରୋଧ କରିଛନ୍ତି ସ୍ଥାନୀୟ ମହିଳା ଓ ଅଞ୍ଚଳବାସୀ। ଅସାମାଜିକ ବ୍ୟକ୍ତିଙ୍କ ଦୌରାତ୍ମ୍ୟ ଏବଂ ମହିଳାଙ୍କୁ ଦୁର୍ବ୍ୟବହାର ନେଇ ପୂର୍ବରୁ ବାରମ୍ବାର ଅଭିଯୋଗ ସତ୍ତ୍ୱେ ପୋଲିସ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରୁନଥିବା ଆନ୍ଦୋଳନକାରୀ ଅଭିଯୋଗ କରିଛନ୍ତି। #Bhubaneswar #LiquorProtest #Khandagiri #WomenSafety #IllegalLiquor #PublicProtest #OdishaNewsUpdates #Baramunda #TapobanBasti #PoliceInaction #WomenPower #BhubaneswarNews #OdishaNews #OdiaNews #ArgusNews ----- 'ଅର୍ଗସ ନ୍ୟୁଜ୍' ଓଡ଼ିଶାର ଅଗ୍ରଣୀ ନ୍ୟୁଜ୍ ଚ୍ୟାନେଲମାନଙ୍କ ମଧ୍ୟରୁ ଗୋଟିଏ । ଆମେ ସବୁବେଳେ ଲୋକଙ୍କ ପାଖରେ ତାଜା ଖବର ସହ ନିର୍ଭୁଲ ଏବଂ ସଠିକ୍ ଖବର ପହଞ୍ଚାଇବାକୁ ଚେଷ୍ଟା କରୁ । ରାଜନୀତି ସମ୍ପର୍କିତ ଖବର ସହ ବ୍ରେକିଂ ଖବର, ଖେଳ ଖବର, ରାଜ୍ୟର ଗୁରୁତ୍ୱପୂର୍ଣ୍ଣ ଖବର, ସ୍ୱାସ୍ଥ୍ୟ ଓ ବ୍ୟବସାୟ ସମ୍ପର୍କିତ ଖବର ଦେଖାଇବାରେ ଆମେ ସବୁବେଳେ ଅନ୍ୟମାନଙ୍କଠାରୁ ଭିନ୍ନ । ତେଣୁ ରାଜ୍ୟର ଯେ କୌଣସି ଖବର ପାଇଁ ଆମ ସହ ଯୋଡ଼ି ହେଇ ରୁହନ୍ତୁ, ଆଉ ଦେଖୁଥାନ୍ତୁ ଅର୍ଗସ ନ୍ୟୁଜ୍ । Argus News brings you the latest and most reliable news updates from Odisha, India, and around the world. As Odisha’s fastest-growing news channel, Argus News is available on satellite TV and across multiple digital platforms, delivering news with speed, accuracy, and responsibility. **** Visit Our Official Website: https://www.argusnews.in/ (Odia) Visit Our Official Website: https://argusenglish.in/ (English) iOS App: http://bit.ly/ArgusNewsiOSApp Android App: http://bit.ly/ArgusNewsAndroidApp Live TV: https://argusnews.in/live-tv/ Facebook: https://www.facebook.com/argusnews.in Youtube : https://www.youtube.com/c/TheArgusNewsOdia Twitter: https://twitter.com/ArgusNews_in Instagram: https://www.instagram.com/argusnewsin Argus News Is Available on: TataPlay channel No - 1780 Airtel TV channel No - 609 Dish TV channel No - 1369 d2h channel No - 1757 SITI Networks HYD - 12 Hathway - 732 GTPL KCBPL - 713 SITI Networks Kolkata - 460 & other Leading Cable Networks You Can WhatsApp Us Your News On- 8480612900 *** #ArgusNews #ArgusNewsLive #ArgusNewsOdisha #ArgusDigital #ArgusSpecial #ArgusNewsOdia #ArgusUpdate

1 hour ago
1


