ARTICLE AD BOX
ନୂଆଦିଲ୍ଲୀରେ କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହାଙ୍କ ସହିତ ସାକ୍ଷାତ ଆଲୋଚନା କଲେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ। ଏହି ଅବସରରେ ସେ କହିଛନ୍ତି, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଦୂରଦୃଷ୍ଟି ସମ୍ପନ୍ନ ନେତୃତ୍ୱ ଏବଂ କେନ୍ଦ୍ର ଗୃହମନ୍ତ୍ରୀଙ୍କ ନିରନ୍ତର ପ୍ରେରଣାରେ ବିକାଶ, ପ୍ରଗତି ଓ ସମୃଦ୍ଧିର ଏକ ନୂତନ ପଥରେ ଓଡ଼ିଶା ଦ୍ରୁତ ଗତିରେ ଆଗେଇ ଚାଲିଛି।
Advertisment
![]()
Sambad is now on WhatsApp
Join and get latest news updates delivered to you via WhatsApp

3 days ago
1


