ARTICLE AD BOX
ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବୁଧବାର ଦିନ ନୂଆଦିଲ୍ଲୀରେ କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି। ଏହି ଅବସରରେ ସେ ରାଜ୍ୟରେ ସାମ୍ପ୍ରତିକ ବାତ୍ୟା ପରବର୍ତ୍ତୀ ସ୍ଥିତି, ରିଲିଫ୍ ତଥା ପୁନରୁଦ୍ଧାର କାର୍ଯ୍ୟ ଏବଂ ଆଗାମୀ ଦିନରେ ପ୍ରାକୃତିକ ବିପର୍ଯ୍ୟୟର ସ୍ଥାୟୀ ମୁକାବିଲା ନିମନ୍ତେ ଭିତ୍ତିଭୂମି ସୁଦୃଢ଼ୀକରଣ ସମ୍ପର୍କରେ ବିସ୍ତୃତ ଆଲୋଚନା କରିଛନ୍ତି।
Advertisment
![]()
Sambad is now on WhatsApp
Join and get latest news updates delivered to you via WhatsApp

59 minutes ago
1


