ARTICLE AD BOX
କନ୍ଧମାଳ ଜିଲ୍ଲା ଘୁମୁସର ଉଦୟଗିରିସ୍ଥିତ ଗୁଣ୍ଡିଚା ଘର ଆଡ଼ପ ମଣ୍ଡପରେ ମହାପ୍ରଭୁଙ୍କର ରାମ ବଳରାମ ବେଶ ଅନୁଷ୍ଠିତ ହୋଇଯାଇଛି। ମହାପ୍ରଭୁ ଜଗନ୍ନାଥ ଏବଂ ବଡ଼ଭାଇ ବଳଭଦ୍ରଙ୍କ ଏହି ଅପୂର୍ବ ବେଶ ଦର୍ଶନ କରି ଭକ୍ତମାନେ କୃତକୃତ୍ୟ ହୋଇଛନ୍ତି।
Advertisment
![]()
Sambad is now on WhatsApp
Join and get latest news updates delivered to you via WhatsApp

1 week ago
7


