କାଲି ସାରା ଦେଶରେ ବ୍ୟାଙ୍କ ବନ୍ଦ! | Nationwide Bank Strike Tomorrow: Banking Services Likely To Hit

1 week ago 8
ARTICLE AD BOX


ଆସନ୍ତାକାଲି ସେପ୍ଟେମ୍ବର ୧୧ ତାରିଖରେ ୟୁନାଇଟେଡ୍ ଫୋରମ୍ ଅଫ୍ ବ୍ୟାଙ୍କ ୟୁନିଅନ୍ସ (UFBU) ପକ୍ଷରୁ ସାରା ଦେଶରେ ଏକ ଦିନିଆ ମହାଧର୍ମଘଟ ଡାକରା ଦିଆଯାଇଛି। ସପ୍ତାହକୁ ୫ ଦିନ କାର୍ଯ୍ୟଦିବସ ଲାଗୁ କରିବା ସହ ଇନସେଣ୍ଟିଭ୍ ବ୍ୟବସ୍ଥାରେ ପାତରଅନ୍ତର ବିରୋଧରେ ଆଲୋଚନା ବିଫଳ ହେବା ପରେ କର୍ମଚାରୀ ସଂଘ ଏହି ନିଷ୍ପତ୍ତି ନେଇଛି, ଯାହା ଫଳରେ ଚେକ୍ କ୍ଲିୟରାନ୍ସ ଓ ଟଙ୍କା କାରବାର ଭଳି ସେବା ବାଧାପ୍ରାପ୍ତ ହେବାର ଆଶଙ୍କା ରହିଛି। ଦାବି ପୂରଣ ନହେଲେ ଚଳିତ ମାସ ୨୮ରୁ ୩୦ ତାରିଖ ପର୍ଯ୍ୟନ୍ତ ୩ ଦିନ ଏବଂ ଅକ୍ଟୋବର ୨୬ରୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ବ୍ୟାଙ୍କ ସେବା ବନ୍ଦ ରହିବ ବୋଲି ଚେତାବନୀ ଦିଆଯାଇଛି। #BankStrike #NationwideBankStrike #UFBU #5DayWorkWeek #BankEmployeesProtest #BankingNews #BankingServices #IndiaNews #FinancialNews #BankHolidays #StrikeAlert #OdishaNews #OdiaNews #BreakingNews #ArgusNews ----- 'ଅର୍ଗସ ନ୍ୟୁଜ୍' ଓଡ଼ିଶାର ଅଗ୍ରଣୀ ନ୍ୟୁଜ୍ ଚ୍ୟାନେଲମାନଙ୍କ ମଧ୍ୟରୁ ଗୋଟିଏ । ଆମେ ସବୁବେଳେ ଲୋକଙ୍କ ପାଖରେ ତାଜା ଖବର ସହ ନିର୍ଭୁଲ ଏବଂ ସଠିକ୍ ଖବର ପହଞ୍ଚାଇବାକୁ ଚେଷ୍ଟା କରୁ । ରାଜନୀତି ସମ୍ପର୍କିତ ଖବର ସହ ବ୍ରେକିଂ ଖବର, ଖେଳ ଖବର, ରାଜ୍ୟର ଗୁରୁତ୍ୱପୂର୍ଣ୍ଣ ଖବର, ସ୍ୱାସ୍ଥ୍ୟ ଓ ବ୍ୟବସାୟ ସମ୍ପର୍କିତ ଖବର ଦେଖାଇବାରେ ଆମେ ସବୁବେଳେ ଅନ୍ୟମାନଙ୍କଠାରୁ ଭିନ୍ନ । ତେଣୁ ରାଜ୍ୟର ଯେ କୌଣସି ଖବର ପାଇଁ ଆମ ସହ ଯୋଡ଼ି ହେଇ ରୁହନ୍ତୁ, ଆଉ ଦେଖୁଥାନ୍ତୁ ଅର୍ଗସ ନ୍ୟୁଜ୍ । Argus News brings you the latest and most reliable news updates from Odisha, India, and around the world. As Odisha’s fastest-growing news channel, Argus News is available on satellite TV and across multiple digital platforms, delivering news with speed, accuracy, and responsibility. **** Visit Our Official Website: https://www.argusnews.in/ (Odia) Visit Our Official Website: https://argusenglish.in/ (English) iOS App: http://bit.ly/ArgusNewsiOSApp Android App: http://bit.ly/ArgusNewsAndroidApp Live TV: https://argusnews.in/live-tv/ Facebook: https://www.facebook.com/argusnews.in Youtube : https://www.youtube.com/c/TheArgusNewsOdia Twitter: https://twitter.com/ArgusNews_in Instagram: https://www.instagram.com/argusnewsin Argus News Is Available on: TataPlay channel No - 1780 Airtel TV channel No - 609 Dish TV channel No - 1369 d2h channel No - 1757 SITI Networks HYD - 12 Hathway - 732 GTPL KCBPL - 713 SITI Networks Kolkata - 460 & other Leading Cable Networks You Can WhatsApp Us Your News On- 8480612900 *** #ArgusNews #ArgusNewsLive #ArgusNewsOdisha #ArgusDigital #ArgusSpecial #ArgusNewsOdia #ArgusUpdate
Read Entire Article
LEFT SIDEBAR AD

Hidden in mobile, Best for skyscrapers.