ARTICLE AD BOX
ଭୁବନେଶ୍ୱରର ସଂସ୍କୃତି ଭବନ ସଭାଗୃହରେ ଆୟୋଜିତ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ସାହିତ୍ୟ ଅକାଦେମି ପକ୍ଷରୁ ପ୍ରସିଦ୍ଧ ଓଡ଼ିଆ ଲେଖିକା ଏବଂ ବିଦୁଷୀ ଡକ୍ଟର ପ୍ରତିଭା ରାୟଙ୍କୁ ଫେଲୋସିପ୍ ପ୍ରଦାନ କରାଯାଇଛି। ପ୍ରାରମ୍ଭରେ ଡକ୍ଟର ଆଦ୍ୟାଶା ଦାସଙ୍କ ଆବାହନୀ ଗୀତ ପରିବେଷଣ କରିଥିଲେ। ସାହିତ୍ୟ ଅକାଦେମିର ସଚିବ ଡକ୍ଟର ବରୁଣ ଗୁଲାଟି ପ୍ରାରମ୍ଭିକ ମନ୍ତବ୍ୟ ଉପସ୍ଥାପନ କରିଥିଲେ ଏବଂ ଫେଲୋସିପର ପ୍ରଶସ୍ତି ପାଠ କରିଥିଲେ।
Advertisment
![]()
Sambad is now on WhatsApp
Join and get latest news updates delivered to you via WhatsApp

1 week ago
6


