ଦୁବାଇରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

1 week ago 5
ARTICLE AD BOX

ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗତକାଲି ରାତିରେ ଦୁବାଇରେ ପହଞ୍ଚିଛନ୍ତି l ଦୁବାଇରେ ତାଙ୍କୁ ବ୍ୟବସାୟିକ ପ୍ରତିନିଧିମଣ୍ଡଳୀ ଏବଂ ସେଠାରେ ବସବାସ କରୁଥିବା ଓଡ଼ିଆ ସମ୍ପ୍ରଦାୟର ସଦସ୍ୟମାନେ ଭବ୍ୟ ସ୍ୱାଗତ ଜଣାଇଥିଲେ। ଆଜି ଠାରୁ ଦୁବାଇରେ ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ନିବେଶକ ଓ ଶିଳ୍ପ ପ୍ରତିନିଧିମାନଙ୍କ ସହ ବିଭିନ୍ନ ଉଚ୍ଚସ୍ତରୀୟ ଆଲୋଚନା ଆରମ୍ଭ ହେବ। ଏହି ଅବସରରେ ଓଡ଼ିଶାର ନିବେଶ ସୁଯୋଗ ଓ ଶିଳ୍ପ ସମ୍ଭାବନାକୁ ବିଶ୍ୱ ସମ୍ମୁଖରେ ପ୍ରଦର୍ଶିତ କରାଯିବ।

 ଦୁବାଇରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

Advertisment

Sambad Whatsapp

Sambad is now on WhatsApp

Join and get latest news updates delivered to you via WhatsApp

Read Entire Article
LEFT SIDEBAR AD

Hidden in mobile, Best for skyscrapers.