ପାତାଳି ଶ୍ରୀକ୍ଷେତ୍ରରେ ବାହୁଡ଼ାଯାତ୍ରା

1 week ago 6
ARTICLE AD BOX

ସୁବର୍ଣ୍ଣପୁର ଜିଲ୍ଲା ଉଲୁଣ୍ଡା ବ୍ଲକର ପାତାଳି ଶ୍ରୀକ୍ଷେତ୍ରରେ ପୂର୍ବ ନିର୍ଦ୍ଧାରିତ ନୀତି ନିର୍ଘଣ୍ଟ ଅନୁସାରେ ସମ୍ପର୍ଣ ହୋଇଛି ବାହୁଡ଼ାଯାତ୍ରା। ସକାଳ ୫ଟାରୁ ଦ୍ୱାର ଫିଟା, ମଙ୍ଗଳ ଆଳତି, ସୂର୍ଯ୍ୟ ପୂଜା ଦ୍ୱାରପାଳ ପୂଜା, ଖେଚୁଡ଼ି ଭୋଗ, ବେଶ ପରେ ଧାଡ଼ି ପହଣ୍ଡିରେ ଚତୁର୍ଦ୍ଧା ବିଗ୍ରହ ରଥା ରୂଢ଼ହୋଇ ଥିଲେl

24 Jul 2026 22:45 IST

24 Jul 2026 22:45 IST

Advertisment

Sambad Whatsapp

Sambad is now on WhatsApp

Join and get latest news updates delivered to you via WhatsApp

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ

Read Entire Article
LEFT SIDEBAR AD

Hidden in mobile, Best for skyscrapers.