ବାତ୍ୟା ଅର୍ଣ୍ଣବ କେତେ କ୍ଷତି? | Cyclone Arnab: No Major Impact In Rayagada | Argus News

3 days ago 4
ARTICLE AD BOX


ବାତ୍ୟା ଅର୍ଣ୍ଣବ କେତେ କ୍ଷତି? | Cyclone Arnab: No Major Impact In Rayagada | Argus News ପୂର୍ବ ଅନୁମାନ ଅନୁସାରେ ରାୟଗଡ଼ା ଜିଲ୍ଲାରେ ବାତ୍ୟା ଅର୍ଣ୍ଣବର ବିଶେଷ ପ୍ରଭାବ ପଡ଼ିନାହିଁ ବୋଲି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୂଚନା ଦେଇଛନ୍ତି । ଜିଲ୍ଲାର ୫ଟି ସ୍ଥାନରେ ଗଛ ପଡ଼ି ରାସ୍ତା ଅବରୋଧ ହୋଇଥିବା ବେଳେ ପ୍ରଶାସନ ତୁରନ୍ତ ତତ୍ପରତା ପ୍ରକାଶ କରି ତାହାକୁ ହଟାଇ ଦେଇଛି । ସୁରକ୍ଷା ଦୃଷ୍ଟିକୋଣରୁ ପଦ୍ମପୁର ବ୍ଲକର ୪୬ ଜଣ ଲୋକଙ୍କୁ ଆଶ୍ରୟସ୍ଥଳୀରେ ସୁରକ୍ଷିତ ରଖାଯାଇଥିବା ବେଳେ ଦୁଇ ଦିନରେ ଜିଲ୍ଲାରେ ମୋଟ ୬୨ ମିମି ବର୍ଷା ରେକର୍ଡ ହୋଇଛି । #CycloneArnab #RayagadaNews #PravatiParida #CycloneUpdateOdisha #OdishaWeatherUpdates #RayagadaUpdates #Padampur #OdishaCycloneNews #DisasterManagementOdisha #WeatherAlertOdisha #OdishaNews #OdiaNews #BreakingNews #ArgusNews ----- 'ଅର୍ଗସ ନ୍ୟୁଜ୍' ଓଡ଼ିଶାର ଅଗ୍ରଣୀ ନ୍ୟୁଜ୍ ଚ୍ୟାନେଲମାନଙ୍କ ମଧ୍ୟରୁ ଗୋଟିଏ । ଆମେ ସବୁବେଳେ ଲୋକଙ୍କ ପାଖରେ ତାଜା ଖବର ସହ ନିର୍ଭୁଲ ଏବଂ ସଠିକ୍ ଖବର ପହଞ୍ଚାଇବାକୁ ଚେଷ୍ଟା କରୁ । ରାଜନୀତି ସମ୍ପର୍କିତ ଖବର ସହ ବ୍ରେକିଂ ଖବର, ଖେଳ ଖବର, ରାଜ୍ୟର ଗୁରୁତ୍ୱପୂର୍ଣ୍ଣ ଖବର, ସ୍ୱାସ୍ଥ୍ୟ ଓ ବ୍ୟବସାୟ ସମ୍ପର୍କିତ ଖବର ଦେଖାଇବାରେ ଆମେ ସବୁବେଳେ ଅନ୍ୟମାନଙ୍କଠାରୁ ଭିନ୍ନ । ତେଣୁ ରାଜ୍ୟର ଯେ କୌଣସି ଖବର ପାଇଁ ଆମ ସହ ଯୋଡ଼ି ହେଇ ରୁହନ୍ତୁ, ଆଉ ଦେଖୁଥାନ୍ତୁ ଅର୍ଗସ ନ୍ୟୁଜ୍ । Argus News brings you the latest and most reliable news updates from Odisha, India, and around the world. As Odisha’s fastest-growing news channel, Argus News is available on satellite TV and across multiple digital platforms, delivering news with speed, accuracy, and responsibility. Odisha News , Breaking News, Live news updates, Odia News Live, Live Odia News, Latest odisha news, odisha news today, odisha politics, odisha latest updates **** Visit Our Official Website: https://www.argusnews.in/ (Odia) Visit Our Official Website: https://argusenglish.in/ (English) iOS App: http://bit.ly/ArgusNewsiOSApp Android App: http://bit.ly/ArgusNewsAndroidApp Live TV: https://argusnews.in/live-tv/ Facebook: https://www.facebook.com/argusnews.in Youtube : https://www.youtube.com/c/TheArgusNewsOdia Twitter: https://twitter.com/ArgusNews_in Instagram: https://www.instagram.com/argusnewsin Argus News Is Available on: TataPlay channel No - 1780 Airtel TV channel No - 609 Dish TV channel No - 1369 d2h channel No - 1757 SITI Networks HYD - 12 Hathway - 732 GTPL KCBPL - 713 SITI Networks Kolkata - 460 & other Leading Cable Networks You Can WhatsApp Us Your News On- 8480612900 *** #ArgusNews #ArgusNewsLive #ArgusNewsOdisha #ArgusDigital #ArgusSpecial #ArgusNewsOdia #ArgusUpdate
Read Entire Article
LEFT SIDEBAR AD

Hidden in mobile, Best for skyscrapers.