ARTICLE AD BOX
ଭଦ୍ରକରେ କଂଗ୍ରେସ ନେତା ନବଜ୍ୟୋତି ପଟ୍ଟନାୟକ ଯୋଗଦେଇ ବନ୍ୟା ବିପନ୍ନ ଲୋକଙ୍କ ସମସ୍ୟା ସମ୍ପର୍କରେ ଆଲୋଚନା କରିଛନ୍ତି। ବିଏଲ ଓ ଟ୍ରେନିଂ କାର୍ଯ୍ୟରେ ଯୋଗଦେଇ କର୍ମୀମାନଙ୍କୁ ଉତ୍ସାହିତ କରିଛନ୍ତି। ଭଣ୍ଡାରିପୋଖରୀ ବନ୍ୟା ଅଞ୍ଚଳ ବୁଲି ଲୋକଙ୍କ ସମସ୍ୟା ବୁଝିଥିଲେ।
Advertisment
![]()
Sambad is now on WhatsApp
Join and get latest news updates delivered to you via WhatsApp

3 days ago
1


