ARTICLE AD BOX
ଉତ୍ତର ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇଛି। ଜିଲ୍ଲାରେ ପ୍ରବାହିତ ନଦୀଗୁଡ଼ିକର ଜଳସ୍ତର ବଢ଼ିବାରେ ଲାଗିଛି। ସହରର ତଳିଆ ଅଞ୍ଚଳରେ ବର୍ଷା ଜଳ ଭର୍ତ୍ତି ହୋଇଛି। ବର୍ଷା ଯୋଗୁଁ ଜନଜୀବନ ପ୍ରଭାବିତ ହୋଇଛି। ଅନେକ ସ୍ଥାନରେ ଯାତାୟତ ବିଚ୍ଛିନ୍ନ ହୋଇଛି। ଆଜି ଜିଲ୍ଲାରେ ସ୍କୁଲ ଏବଂ ଅଙ୍ଗନବାଡ଼ିଗୁଡ଼ିକ ବନ୍ଦ କରିଦିଆଯାଇଥିଲା।
Advertisment
![]()
Sambad is now on WhatsApp
Join and get latest news updates delivered to you via WhatsApp

6 days ago
4


