ARTICLE AD BOX
କନ୍ଧମାଳ ଜିଲ୍ଲା ଘୁମୁସର ଉଦୟଗିରିରେ ଚଳିତ ବର୍ଷ ରଥଯାତ୍ରା ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ମହାପ୍ରଭୁ ଆଡ଼ପ ମଣ୍ଡପକୁ ବିଜେ କରିଛନ୍ତି। ମହାପ୍ରଭୁ ପ୍ରତିଦନ ବିଭିନ୍ନ ବେଶରେ ଭକ୍ତମାନଙ୍କୁ ଦର୍ଶନ ଦେଉଛନ୍ତି। ସୋମବାର ଦିନ ମହାପ୍ରଭୁଙ୍କର ନୃସିଂହ ବେଶ ଦର୍ଶନ କରିଛନ୍ତି ଭକ୍ତ।
Advertisment
![]()
Sambad is now on WhatsApp
Join and get latest news updates delivered to you via WhatsApp

2 weeks ago
9


