ରାଷ୍ଟ୍ରପତିଙ୍କୁ ଭେଟିଲେ ଓଡ଼ିଶା ଅର୍ଥ ସେବା ଅଧିକାରୀ

53 minutes ago 3
ARTICLE AD BOX

ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଓଡ଼ିଶା ସିଭିଲ୍ ସର୍ଭିସେସ୍-୨୦୨୩ ବ୍ୟାଚ୍‌ର ଓଡ଼ିଶା ଅର୍ଥ ସେବାର ନବନିଯୁକ୍ତ ଅଧିକାରୀମାନଙ୍କୁ ସମ୍ବୋଧିତ କରି ବିକଶିତ ଓଡ଼ିଶା ଏବଂ ବିକଶିତ ଭାରତ ଗଠନର ମହତ୍ତ୍ୱାକାଂକ୍ଷୀ ସଂକଳ୍ପ ସହ ନିଜକୁ ସମର୍ପିତ କରିବାକୁ ଆହ୍ୱାନ ଜଣାଇଛନ୍ତି।

 ରାଷ୍ଟ୍ରପତିଙ୍କୁ ଭେଟିଲେ ଓଡ଼ିଶା ଅର୍ଥ ସେବା ଅଧିକାରୀ

Advertisment

Sambad Whatsapp

Sambad is now on WhatsApp

Join and get latest news updates delivered to you via WhatsApp

Read Entire Article
LEFT SIDEBAR AD

Hidden in mobile, Best for skyscrapers.