ଲୋକନୃତ୍ୟ ପ୍ରତିଯୋଗିତାରେ ପ୍ରଥମ

1 hour ago 3
ARTICLE AD BOX

ରାଜ୍ୟସ୍ତରୀୟ ଲୋକନୃତ୍ୟ ପ୍ରତିଯୋଗିତା ୨୦୨୬ରେ ନବରଂଗପୁର ଜିଲ୍ଲା ତେନ୍ତୁଳିଖୁଣ୍ଟି ବ୍ଲକର ବାପୁଜୀ ଉଚ୍ଚ ବିଦ୍ୟାଳୟର ଛାତ୍ରଛାତ୍ରୀମାନେ ପ୍ରଥମ ସ୍ଥାନ ଅଧିକାର କରି ନବରଙ୍ଗପୁର ମାଟିର ନାମ ସାରା ରାଜ୍ୟରେ ଉଜ୍ଜ୍ବଳ କରିଛନ୍ତି। ବର୍ତ୍ତମାନ ଏହି ସଫଳତା ସହ ଆମ ଜିଲ୍ଲାର ଏହି ସୁନା ପୁଅ-ଝିଅମାନେ ଜାତୀୟ ସ୍ତରରେ ଓଡ଼ିଶାର ପ୍ରତିନିଧିତ୍ୱ କରିବାକୁ ଯାଉଛନ୍ତି।

Advertisment

Sambad Whatsapp

Sambad is now on WhatsApp

Join and get latest news updates delivered to you via WhatsApp

Read Entire Article
LEFT SIDEBAR AD

Hidden in mobile, Best for skyscrapers.